Salmi 117
Lodate il Signore, o nazioni tutte
1ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର। 2କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Copiato!
Aa