诗篇 134
你们要在夜间称颂耶和华
1ଆରୋହଣ ଗୀତ। ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। 2ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର। 3ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
已复制!
Aa